{"product_id":"9781645602279","title":"Haluka Manisha","description":"\u003cp\u003eଜୀବନଟା କାହା ପାଇଁ କେମିତି । ଜଣକ ପାଇଁ ଜୀବନ ପକ୍ଷୀର ପର ପରି ହାଲୁକା ତ ଆଉ କାହା ପାଇଁ ଗୋଟେ ଓଜନିଆ ପଥର ପରି ବୋଝ । କୁନ୍ଦେରାଙ୍କ ଦୃଷ୍ଟିରେ ଆମର ବୋଝ ଯେତିକି ଅଧିକ ହୁଏ, ମାଟି ସହିତ ଜୀବନ ସେତିକି ନିବିଡ଼ ହୁଏ । ଅପରପକ୍ଷେ ବୋଝ ନଥିଲେ ମଣିଷର ଜୀବନ ପବନ ପରି ହାଲୁକା ହେଇଯାଏ । ଉପରକୁ ଉଠିଉଠିକା ଯାଏ ଆଉ ମଣିଷର ଜୀବନ କ୍ରମଶଃ ଅର୍ଦ୍ଧସତ୍ୟ ଓ ନଗଣ୍ୟ ହେଇଯାଏ । ତେବେ ଆମେ କୋଉଟାକୁ ବାଛିବା କଥା- ହାଲୁକା ନା ଓଜନ? ତାଙ୍କର ବହୁ ଚର୍ଚ୍ଚିତ ଉପନ୍ୟାସ 'The Unbearable Lightness of Being' ରେ ଏପରି ଏକ ଜୀବନ ଦର୍ଶନକୁ ଏକ ଭିନ୍ନ ଶୈଳୀରେ ଅବତାରଣା କରାଯାଇଛି ।\u003c\/p\u003e\u003cp\u003e\"ହାଲୁକା ମଣିଷ'- ଏହି ବହିଟିର ଓଡ଼ିଆ ଅନୁବାଦ ଆମର ଓଡ଼ିଆ ପାଠକଙ୍କ ଉଦ୍ଦେଶ୍ୟରେ ଏକ ବୌଦ୍ଧିକ ପ୍ରୟାସ ମାତ୍ର ।\u003c\/p\u003e\u003cp\u003e\u003c\/p\u003e\u003cp\u003e\u003c\/p\u003e","brand":"Black Eagle Books","offers":[{"title":"Default Title","offer_id":48531289702641,"sku":"9781645602279","price":16.49,"currency_code":"USD","in_stock":true}],"thumbnail_url":"\/\/cdn.shopify.com\/s\/files\/1\/0674\/5433\/7265\/files\/9781645602279_p0.jpg?v=1786312476","url":"https:\/\/shop.barnesandnoble.com\/products\/9781645602279","provider":"Barnes \u0026 Noble","version":"1.0","type":"link"}