Skip to product information
1 of 1

Black Eagle Books

Nayika Nija Darpanare

Nayika Nija Darpanare

Regular price $12.60 USD
Regular price Sale price $12.60 USD
Sale Sold out
Quantity

ଲୋକପ୍ରିୟ ଫିଚର ସଙ୍କଳନ "ନାୟିକା ନିଜ ଦର୍ପଣରେ" ପୁସ୍ତକରେ ଓଡ଼ିଆ ନାଟକ ଓ ଉପନ୍ୟାସର ଦୃଢ଼ମନା ନାରୀ ଚରିତ୍ରମାନେ ନିଜନିଜ ଅଶ୍ରୁ, ଆବେଗ, ଦମ୍ଭ, ସ୍ୱାଭିମାନ, ଜୀବନ ଦର୍ଶନ ଓ ଆଦର୍ଶର ଭଲକଥା ନିଜ ମୁହଁରେ ଉପସ୍ଥାପନ କରିଛନ୍ତି। ସତେଯେପରି ସେହି ବ୍ୟକ୍ତିତ୍ଵମୟୀ ନାରୀ ଚରିତ୍ରମାନଙ୍କ ମଧ୍ୟରେ ଲେଖିକାଙ୍କର ଆତ୍ମା ପ୍ରବେଶ କରିଛି। ଏହାର ଶୈଳୀ ଓ ବକ୍ତବ୍ୟ ଅନନ୍ୟ। ଆକୃତିରେ କ୍ଷୁଦ୍ର ଅଥଚ ପ୍ରକୃତିରେ ବିରାଟ। ଏହି ଫିଚର ଗୁଡ଼ିକ ପାଠକୀୟ ଆଦୃତି ପାଇବ ବୋଲି ଆମର ଆଶା।

View full details